Advertisement

Anubhav Mohanty Video

alt
Mar 17,2024, 14:13 PM IST
alt
ଅଲଗା ହେବେ ଓଲିଉଡର ଚର୍ଚ୍ଚିତ ଯୋଡି ବର୍ଷା-ଅନୁଭବ । ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବଙ୍କ ବିବାହ ବିଚ୍ଛେଦ ମାମଲାରେ ଗୁରୁବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି । କୋର୍ଟ ଅନୁଭବ-ବର୍ଷାଙ୍କ ବିବାହ ବିଚ୍ଛେଦଙ୍କୁ ଅନୁମତି ଦେଇଛନ୍ତି । ତେବେ ଏହି ମାମଲାରେ ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିଲେ ତଳକୋର୍ଟ । ଏହାପରେ ତଳକୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅନୁଭବ । ଆଉ ଏବେ ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ କରିବା ସହିତ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ଅନୁଭବ ମଗାନ୍ତି ହାଇକୋର୍ଟରେ ନିଜର ପକ୍ଷ ରଖିବା ସହିତ ମାମଲା ବିଷୟରେ ଉଲ୍ଲେଖ କରିଥିଲେ । ବିବାହ ଓ ନିଜ ବୈବାହିକ ଜୀବନରେ ଘଟିଥିବା ଘଟଣାକୁ ହାଇକୋର୍ଟଙ୍କୁ ଜଣାଇଥିଲେ ଅନୁଭବ । ବର୍ଷା ପତ୍ନୀର କର୍ତ୍ତବ୍ୟ କରିନାହ
Dec 21,2023, 20:13 PM IST
alt
ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ କେସରେ ଆସିଛି ନୂଆ ମୋଡ । ଆଜି ହାଇକୋର୍ଟ ଅନୁଭବଙ୍କ ବିବାହ ବିଚ୍ଛେଦ ନିମନ୍ତେ ଅନୁମତି ଦେଇଛନ୍ତି । ଅନୁଭବ କରିଥିବା ଆବେଦନ ଆଧାରରେ ମାନ୍ୟବର ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । କେବଳ ସେତିକି ନୁହେଁ ପରିବାର ଅଦାଲତ ଅଗ୍ରାହ୍ୟ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି । ଅନୁଭବ ମଗାନ୍ତି ହାଇକୋର୍ଟରେ ନିଜର ପକ୍ଷ ରଖିବା ସହିତ ମାମଲା ବିଷୟରେ ଉଲ୍ଲେଖ କରିଥିଲେ । ବିବାହ ଓ ନିଜ ବୈବାହିକ ଜୀବନରେ ଘଟିଥିବା ଘଟଣାକୁ ହାଇକୋର୍ଟଙ୍କୁ ଜଣାଇଥିଲେ ଅନୁଭବ । ବର୍ଷା ପତ୍ନୀର କର୍ତ୍ତବ୍ୟ କରିନାହାନ୍ତି ଓ ପରିବାରକୁ ଆଗେଇ ନେବାପାଇଁ ତାଙ୍କର କୌଣସି ଭୂମିକା ନାହିଁ ବୋଲି ଅନୁଭବ କୋର୍ଟରେ ଅଭିଯୋଗ କରିଥିଲେ । ତେବେ ପ୍ରଶ୍ନ ଉଠୁ
Dec 21,2023, 18:23 PM IST
alt
ବହୁ ଚର୍ଚ୍ଚିତ ଅନୁଭବ ବର୍ଷା ପାରିବାରିକ ବିବାଦ ମାମଲା। ପାରିବାରିକ ଅଦାଲତରେ ଶେଷ ହେଲା ମାମଲା। ବିବାହ ବିଛେଦକୁ ଅଗ୍ରାହ୍ୟ କଲେ କଟକ ପରିବାର ଅଦାଲତ। ଅନୁଭବ ମହାନ୍ତି କରିଥିଲେ ବିବାହ ବିଚ୍ଛେଦ ମାମଲା।ଏକତ୍ର ରହିବା ନେଇ ବର୍ଷା କରିଥିବା ଆବେଦନ ମଧ୍ୟ ଅଗ୍ରାହ୍ୟ। ଅନୁଭବଙ୍କ ଓକିଲ ଲଳିତ ମିଶ୍ରଙ୍କ ସୂଚନା। ବହୁଚର୍ଚ୍ଚିତ ସାଂସଦ ସୁପରଷ୍ଟାର ଅନୁଭବ ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ପରିବାର ଅଦାଲତରେ ମାମଲା ଶେଷ ହୋଇଛି। ଅକ୍ଟୋବର ୩୦ ସୁଦ୍ଧା ମାମଲା ଶେଷ କରି ରାୟ ଦେବାକୁ ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲା। ହାଇକୋର୍ଟର ତତ୍କାଳୀନ ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ସୁପରଷ୍ଟାର ଅନୁଭଵ ମହାନ୍ତିଙ୍କ ଦ୍ଵାରା ଆଗତ ଏକ ଟ୍ରାନ୍ସଫର ପିଟିସନର ଶୁଣାଣି କରି ତିନି ମାସ
Sep 23,2023, 17:39 PM IST

Trending news