Odisha News: ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ଓଡ଼ିଶା ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି।
Trending Photos
Odisha News: ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ଓଡ଼ିଶା ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ଦଳ ତାଙ୍କୁ ବରି ବିଧାନସଭା ଆସନରୁ ପ୍ରାର୍ଥୀ କରିପାରେ।
ଗତକାଲି ବିଜେପି ପ୍ରାର୍ଥୀ ତାଲିକାରେ ବିରି ପାଇଁ ତାଙ୍କୁ ଉଚିତ ମଣି ନଥିଲା। ଏଣୁ ସେ ସ୍ୱାଧୀନ ଲଢ଼ିବେ ବୋଲି ଗଣମାଧ୍ୟମକୁ କହିଥିଲେ। ଆଜି ସେ କଂଗ୍ରେସରେ ଯୋଗ ଦେଇଛନ୍ତି।