Srimandira: ଗତକାଲି ଶ୍ରୀ ମନ୍ଦିରରେ ଦୋଳ ପୂର୍ଣ୍ଣିମା ଉତ୍ସବ ହେତୁ ଶ୍ରୀ ଜୀଉ ମାନଙ୍କ ପହୁଡ଼ ନୀତି ହୋଇପାରି ନାହିଁ, ଏଣୁ ଦ୍ଵାରଫିଟା ନୀତି ନ ହୋଇ ପତିତପାବନ ଶ୍ରୀ ଜଗନ୍ନାଥଙ୍କ ମଙ୍ଗଳ ଆରତୀ ନୀତି ପୂଜା ପଣ୍ଡା ସେବାୟତଙ୍କ ଦ୍ଵାରା ସକାଳ ୦୭:୨୦ ସମୟରେ ଶେଷ ହୋଇଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.